ଆଜି ବୃଷ ୧୭ ଦିନ, ୧୪୨୪ ସାଲ ଭାଗ- ୮୮ ସଂଖ୍ୟା- ୧୪୭ ଜ୍ୟେଷ୍ଠ ୧୦ ଦିନ, ୧୯୩୯ ଶକାବ୍ଦ, ଶୁକ୍ଳପକ୍ଷ ଷଷ୍ଠୀ.

July 22, 2017, 8:14 am

ସଂଯୋଗ

କଞ୍ଚନ ବିଲିରେ ଝାଡ଼ାବାନ୍ତି , ୫୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

October 28, 2016

 ନୟାଗଡ଼ ବ୍ଳକ ଅନ୍ତର୍ଗତ କ୍ରିଦାଶପୁର ପଞ୍ଚାୟତର କଞ୍ଚନବିଲିରେ ଝାଡ଼ାବାନ୍ତି ରୋଗରେ ୪୦ରୁ ଉର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହେବା ସହ ୫ଜଣ ରୋଗୀଙ୍କୁ ଗୁରୁତର ଅବସ୍ଥାରେ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।

ଅଧିକ ଖବର...